ଆଗାମୀ ୬ ଦିନ ପାଇଁ ପାଣିପାଗ ଅପଡେଟ୍; କେମିତି ରହିବ ପାଗ
ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ!-->…
