ମଧ୍ୟପ୍ରାଚ୍ୟରେ ସାମରିକ ଗତିବିଧି ତୀବ୍ର: ଯେକୌଣସି ସମୟରେ ଇରାନ ଉପରେ ଆକ୍ରମଣ
ଆମେରିକା ଓ ଇରାନ ମଧ୍ୟରେ ଜାରି ରହିଥିବା ଉତ୍ତେଜନା ଏବେ ଏକ ଯୁଦ୍ଧର ରୂପ ନେବାକୁ ଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ମଧ୍ୟପ୍ରାଚ୍ୟରେ ସାମରିକ ଗତିବିଧି ତୀବ୍ର ହୋଇଛି। ବିଭିନ୍ନ ଅନ୍ତର୍ଜାତୀୟ ଗଣମାଧ୍ୟମ ଏବଂ ଗୁଇନ୍ଦା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆମେରିକା…
