ତୁର୍କୀ ଓ ସିରିଆରେ ଭୂକମ୍ପ: ୨୦୦୦୦ ଛୁଇଁଲା ମୃତ୍ୟୁସଂଖ୍ୟା, ୩ଦିନ ପରେ ବି ଧ୍ୱଂସସ୍ତୁପ ତଳୁ ଖୋଜାଚାଲିଛି ଜୀବନ
୨୦ ହଜାର ଟପିଲା ଭୂକମ୍ପ ମୃତ୍ୟୁ । ଭୂମିକମ୍ପ ବଦଳାଇ ଦେଇଛି ତୁର୍କୀର ଭୌଗୋଳିକ ମାନଚିତ୍ର। ମୃତ୍ୟୁସଂଖ୍ୟା ବଢୁଛି । ତୁର୍କୀ ଓ ସିରିଆରେ ବର୍ତ୍ତମାନ ସୁଦ୍ଧା ୨୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହେଲାଣି । ତୁର୍କୀରେ ମୃତ୍ୟୁସଂଖ୍ୟା ୧୭ହଜାର ୪୦୬କୁ ବୃଦ୍ଧି ପାଇଛି । ସିରିଆରେ!-->…
