ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ। କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁବାଷ ବୋଷଙ୍କ ଜୟନ୍ତୀ ପାଳନ ପାଇଁ ଚଳଚଞ୍ଚଳ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ। ନେତାଜୀ ସୁବାଷ ଚନ୍ଦ୍ର!-->…
