Odia News Portal

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଅଣାଯିବ ୧ ଲକ୍ଷ ଆଣ୍ଟିଜେନ କିଟ

ଭୁବନେଶ୍ୱର() କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ୧ ଲକ୍ଷ ଆଣ୍ଟିଜେନ କିଟ ଆଣିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିଦେ୍ର୍ଧଶକ । ତାଙ୍କ ସୂଚନା ଅନୁଯାୟୀ ବର୍ତ୍ତମାନ…

କଟକରୁ ଆଉ ୧୬ ପଜିଟିଭ

ଭୁବନେଶ୍ୱର() କଟକ ମହାନଗର ଅଞ୍ଚଳରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ ୧୩ ଜଣ ସରକାରୀ କ୍ୱାରେଣ୍ଟାଇନ ଓ ୨ ଜଣ ଲୋକାଲ କଣ୍ଟାକ୍ଟ କେସ ବୋଲି ଜଣାଯାଇଛି । ଏସସିବି ଆଇସୋଲେସନ ୱାର୍ଡରୁ ୩ଜଣ ଚିହ୍ନଟ ହୋଇଥିବାବେଳେ ସମ ଆଇସୋଲେସନରୁ ୨, କ୍ୟାନସର ହସ୍ପିଟାଲ ଲିଙ୍କରୁ…

ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଏବେ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ କିମ୍ବା ଟ୍ରଫଲାଇନ୍‌ ସମ୍ଭାବନା ନାହିଁ । ତେଣୁ ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । କିନ୍ତୁ ଆସନ୍ତା ଦୁଇଦିନ ରାଜ୍ୟର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।…

ଏହି କାରଣରୁ କମିଲା ମଦ ଦର

ଭୁବନେଶ୍ବର() ମଦୁଆଙ୍କ ପାଇଁ ଖୁସି ଖବର । ଆଜିଠାରୁ ରାଜ୍ୟରେ ମଦ ଦର ୩୫% କମିଛି ।ସ୍ୱତନ୍ତ୍ର କୋଭିଡ ଫିକୁ ୫୦%ରୁ ୧୫%କୁ କମାଇଛି ଅବକାରୀ ବିଭାଗ । ଏଣିକି ସର୍ବାଧିକ ଖୁଚୁରା ଦର ଉପରେ ୧୫% କୋଭିଡ ଫି ନେବେ ରାଜ୍ୟ ସରକାର । ପଡୋଶୀ ରାଜ୍ୟଗୁଡିକରେ ମଦ ଦର କମ୍ ଥିବାରୁ ରାଜ୍ୟ ସରକାର ଏପରି…

ଏନକାଉଣ୍ଟରରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନିହତ

ଉତରପ୍ରଦେଶ ପୋଲିସ ଏନକାଉଣ୍ଟରରେ ଦୁର୍ଦାନ୍ତ ଅପରାଧୀ ବିକାଶ ଦୁବେ ନିହତ । ପୋଲିସ ଗୁଳିରେ ବିକାଶର ମୃତ୍ୟୁ ହୋଇଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି । ଏନକାଉଁଟର ପରେ ବିକାଶକୁ ହସ୍ପିଟାଲରେ ଭର୍ତି କରାଯାଇଥିଲା । କିନ୍ତୁ ମେଡିକାଲରେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି । ଉତରପ୍ରଦେଶ…

ତିନି ଦିନ ବିଧାନସଭା ସଟଡାଉନ

ଭୁବନେଶ୍ୱର() ବିଧାନସଭାରେ କାମ କରୁଥିବା ଜଣେ କର୍ମଚାରୀଙ୍କ ସମ୍ପର୍କୀୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଫଳରେ ବିଧାନସଭାରେ କାର୍ଯ୍ୟରତ ଅନ୍ୟ କର୍ମଚାରୀଙ୍କ ପ୍ରତି କରୋନା ବିପଦ ରହିଛି । ଏହାକୁ ଆଖି ଆଗରେ ରଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭାକୁ ସଟଡାଉନ କରିଛନ୍ତି ।  ଆଜି…

ଆଜି ଆଉ ୪ ମୁଣ୍ଡ ନେଲା କରୋନା, ଜାଣନ୍ତୁ ମୃତକଙ୍କ ତଥ୍ୟ

ଭୁବନେଶ୍ୱର() ରାଜ୍ୟରେ ଆଜି ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ମୃତକଙ୍କ ବୟସ ଯଥାକ୍ରମେ ୪୧,୫୮,୪୮ ଓ ୩୨ । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା…

ଆଜି ରେକର୍ଡ଼ ସଂଖ୍ୟକ ୭୫୫ କରୋନା ପଜିଟିଭ, ୨୪୭ ଲୋକାଲ କେସ

ଭୁବନେଶ୍ୱର()ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬କୁ ବୃଦ୍ଧି…

କରୋନା ଯୋଗୁଁ ହତାଶ ହୋଇପଡିଲେଣି ବହୁ ଯୁବ ନେତା

ଭୁବନେଶ୍ୱର : କରୋନା ମହାମାରୀ ଯୋଗୁଁ ରାଜ୍ୟର ଯୁବନେତାମାନେ ଏବେ ହତାଶ । ନିଜ ନିଜର ଭବିଷ୍ୟତକୁ ନେଇ ଏକ ପ୍ରକାର ସନ୍ଦିହାନ ହୋଇପଡିଲେଣି । ଶାସକଦଳ ଠାରୁ ଆରମ୍ଭ କରି ପ୍ରାୟ ସବୁ ଦଳରେ ସୁନେଲି ଭବିଷ୍ୟତ ଦେଖୁଥିବା ଯୁବନେତାମାନଙ୍କର ଏଭଳି ଅବସ୍ଥା । ଏପରିକି କେତେକ ରାଜନୀତି ମଇଦାନରୁ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଶୁକ୍ର ଓ ଚନ୍ଦ୍ର ଧନ ଏବଂ ଲାଭଭାବସ୍ଥ ହେତୁ ଆର୍ଥିକ ଉନ୍ନତି ସହ ମାନସିକ ସ୍ଥିତି ଭଲ ରହିବ। ପୂର୍ବ ପରିକଳ୍ପିତ ନୂଆଁ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। ଆଲୋଚନା ପରିସର, ସଭାସମିତିରେ, କଳା-ସାହିତ୍ୟରେ, ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହେବେ। ଯାତ୍ରା, ବ୍ୟବସାୟ,…
https://celsiuswin-fr.com/
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.
Опытные игроки не держат ненужные предметы без дела: кейсы, апгрейд и обмен позволяют превратить недорогие скины в более ценные, а быстрый вывод в Steam и покупка внутриигровой валюты упрощают игровой процесс. Сервис ruster gg предлагает сравнить варианты, выбрать нужный предмет и мгновенно вывести его в Steam, избавив от лишних поисков и усилий.