Odia News Portal

ଲକ୍ଷ୍ୟ ଫାଉଣ୍ଡେସନ୍ ତରଫରୁ କୋଭିଡ଼ ଯୋଦ୍ଧଙ୍କୁ ସମ୍ମାନ

ଭୁବନେଶ୍ୱର : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଲକ୍ଷ୍ୟ ଫାଉଣ୍ଡେସନ୍ ତରଫରୁ କୋଭିଡ଼ ଯୋଦ୍ଧଙ୍କୁ ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି। ଭୁବନେଶ୍ୱରର ୟୂନିଟ-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୪୦ଜଣ କରୋନା ଯୋଦ୍ଧା (ସାମ୍ବାଦିକ)ଙ୍କୁ ସମ୍ମାନିତ କରାଯାଇଛି। ଏହି ଅବସରରେ ମୁଖ୍ୟ…

ସ୍କୁଲରେ କିଭଳି ପୂଜା ହେବ ତାହା ଶିକ୍ଷକ ଶିକ୍ଷୟିତ୍ରୀ ବୁଝିବେ

ଭୁବନେଶ୍ବର() ଚଳିତବର୍ଷ ସ୍କୁଲରେ ଗଣେଶ ପୂଜାରେ ଛାତ୍ରଛାତ୍ରୀ ଯୋଗ ଦେବେନାହିଁ । ଘରେ ରହି ଗଣେଶ ପୂଜା କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସ୍କୁଲରେ କିଭଳି ପୂଜା ହେବ, ତାହା ଶିକ୍ଷକ ଶିକ୍ଷୟିତ୍ରୀ ବୁଝିବେ ବୋଲି ମନ୍ତ୍ରୀ କହିଛନ୍ତି । ଘରେ…

ଏଣିକି ୧ଟଙ୍କାରେ କିଣି ପାରିବେ ସୁନା

ନୂଆଦିଲ୍ଲୀ () ଇ-କମର୍ସର ଦିଗ୍ଗଜ କମ୍ପାନୀ ଆମାଜନ୍ ଇଣ୍ଡିଆର ପେମେଣ୍ଟ ସର୍ଭିସେଜ ଆର୍ମ ଆମାଜନ୍ ପେ ଗ୍ରାହକଙ୍କ ପାଇଁ ଏକ ଶାନଦାର ଫିଚର ଲଞ୍ଚ କରିଛି। ଏହି ଫିଚରର ନାଁ ‘ଗୋଲ୍ଡ ଭାଲ୍ଟ’ ରଖାଯାଇଛି। ଏହା ଏପରି ଫିଚର ଯାହା ଗ୍ରାହକଙ୍କୁ ଡିଜିଟାଲ୍ ସୁନା କିଣିବାକୁ ଅଫର ଦେଇଥାଏ। ଆମାଜନର…

ଜାଣନ୍ତୁ ଯୁକ୍ତ ଦୁଇ ପାଇଁ କିଭଳି କରିବେ ଆବେଦନ

ଭୁବନେଶ୍ୱର() ଆଜିଠାରୁ  ଆରମ୍ଭ  ଯୁକ୍ତ ଦୁଇ ନାମଲେଖା । ଅନଲାଇନ ମାଧ୍ୟମରେ ଏହି ସବୁ ପ୍ରକ୍ରିୟା ସମ୍ପାଦିତ ହେବ । ଆସନ୍ତୁ ଜାଣିବା କିଭଳି ଆବେଦନ କରାଯିବ । ୧. ପ୍ରଥମେ ସାମସ ଓଡ଼ିଶା ପୋର୍ଟାଲ ଖୋଲନ୍ତୁ । ଙ୍ଗଙ୍ଗଙ୍ଗ.ଗ୍ଦବଜ୍ଞଗ୍ଦକ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ ୨. ଏହା ପରେ ହାଏର…

ହ୍ରାସ ପାଇଲା ସୁନାଦର

ଭୁବନେଶ୍ବର() ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ହ୍ରାସ ପାଇ ଦଶ ଗ୍ରାମ ପ୍ରତି ୫୨,୦୦୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ଟଙ୍କା ରହିଥିବା ଜଣାପଡିଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଦଶ ଗ୍ରାମ ସୁନାଦର ୬୦ ହଜାର ଟଙ୍କାରୁ କମ୍ ରହିଛି ।…

ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ()  ମାର୍ଚ୍ଚ ମାସରେ ବନ୍ଦ ରହିଥିବା ଉଚ୍ଛେଦ ପ୍ରକ୍ରିୟା ପୁଣି ଶୁକ୍ରବାର ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପରିସରରୁ ପୁଣି ଉଚ୍ଛେଦ କାର୍ଯ୍ୟ ଆଜିଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି।ଉପଜିଲାପାଳଙ୍କ ନେତୃତ୍ୱରେ ଏହି ଉଚ୍ଛେଦ କାର୍ଯ୍ୟ ବାସେଳିସାହି ମୌଜାରୁ କରାଯାଉଛି । ୭୫…

କରୋନାରେ ଆଉ ୧୦ ଜଣଙ୍କ ଦେହାନ୍ତ

ଭୁବନେଶ୍ୱର() ରାଜ୍ୟରେ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨ , ଅନୁଗୁଳ, କୋରାପୁଟ,ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ…

ରାଜ୍ୟରେ ଆଉ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ, ଟପରେ ଖୋର୍ଦ୍ଧା

ଭୁବନେଶ୍ୱର() ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨୭୧୮କୁ ବୃଦ୍ଧି ପାଇଛି ।…

ଖୋଲିଲା ଗୁମର, ଯାଞ୍ଚରେ ପୋଲିସକୁ ମିଛ କହିଥିଲେ ରିୟା, ମହେଶ ଭଟ୍ଟଙ୍କ ସହ ……

ମୁମ୍ବାଇ () ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ନିକଟରେ ସୁପ୍ରିମକୋର୍ଟ ମାମଲାର ଯାଞ୍ଚ ସିବିଆଇକୁ ହସ୍ତାନ୍ତର କରିଛନ୍ତି। ଏହା ପରେ ସିବିଆଇ ଟିମ୍ ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଛି। ଅଭିନେତାଙ୍କ ମୃତ୍ୟୁ ପରେ ବଲିଉଡ…

ଏଣିକି ନିୟମ ଭାଙ୍ଗିଲେ ବାତିଲ ହେବ DL

ଭୁବନେଶ୍ୱର() ଦେଶ ଓ ରାଜ୍ୟରେ ନୂଆ ଟ୍ରାଫିକ ନିୟମ ଲାଗୁ ହୋଇଛି । ସଡ଼କ ଦୁର୍ଘଟଣାରେ ଜୀବନହାନି କୁ ରୋକିବା ପାଇଁ ସରକାର ନୂଆ ନୂଆ ନିୟମ ଲାଗୁ କରୁଛନ୍ତି । କିନ୍ତୁ କେତେ ଜଣ ଅମାନିଆ ରହିଛନ୍ତି ଯେଉଁମାନେ ଟ୍ରାଫିକ ନିୟମକୁ ବେଖାତିର କରୁଛନ୍ତି । କିନ୍ତୁ ଏପରି ଏବେ ଚଳିବ ନାହିଁ । ଏହାରି…
https://celsiuswin-fr.com/
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.
Опытные игроки не держат ненужные предметы без дела: кейсы, апгрейд и обмен позволяют превратить недорогие скины в более ценные, а быстрый вывод в Steam и покупка внутриигровой валюты упрощают игровой процесс. Сервис ruster gg предлагает сравнить варианты, выбрать нужный предмет и мгновенно вывести его в Steam, избавив от лишних поисков и усилий.