ହାଇୱା ଧକାରେ ବାଇକ ଚାଳକଙ୍କର ମୃତ୍ୟୁ
ଗଂଜାମ ଜିଲ୍ଲା ଦିଗପହଣ୍ଡି ଥାନା ଲକ୍ଷ୍ମୀନାରାୟଣ ପୁର ଛକ ନିକଟରେ ହାଇୱା ଧକାରେ ବାଇକ ଚାଳକର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦିଗପହଣ୍ଡି ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଚାପା ଉତ୍ତେଜନା…
