ତାମିଲନାଡୁ କ୍ରୀଡା ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି ପ୍ରଣବ ପ୍ରକାଶ ଦାସ
ହକି ବିଶ୍ବକପ୍ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରଖି ଓଡ଼ିଶା ଆସିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା କ୍ରୀଡ଼ା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍ । ସେ ଭୁବନେଶ୍ବରରେ ପହଞ୍ଚିବା ପରେ ତ ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ!-->…
