Odia News Portal

ନବ ଦାସ ହତ୍ୟା ମାମଲା: ୨୦୧୩ରେ ଗୋପାଳଙ୍କୁ ମିଳିଥିଲା ବନ୍ଧୁକ, ସାମ୍ନାକୁ ଆସିଲା ପିସ୍ତଲ ଇସ୍ୟୁର ଡକ୍ୟୁମେଣ୍ଟ

ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ନବଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ତନାଘନା ଆରମ୍ଭ ହୋଇଛି । ଏହି ମାମଲାର ଅଭିଯୁକ୍ତ ବହିଷ୍କୃତ ଏଏସଆଇ ଗୋପାଳ ଦାସଙ୍କୁ କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ପଠାଇ ଦିଆଯାଇଛି । ଏହାରି ମଧ୍ୟରେ ଅଭିଯୁକ୍ତ ଗୋପାଳଙ୍କୁ ନେଇ ଏପ ବଡ଼ ଖବର…

୪ଟି ବିମାନବନ୍ଦର ପାଇଁ ୫୦ ଅଗ୍ନିଶମ କର୍ମଚାରୀଙ୍କ ନିଯୁକ୍ତି ପାଇଁ ବାହାରିଲା ବିଜ୍ଞପ୍ତି

୫୦ ଅଗ୍ନିଶମ ସେବା କର୍ମଚାରୀ ପଦବୀ ସୃଷ୍ଟି ପାଇଁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ। ଆଞ୍ଚଳିକ କନେକ୍ଟିଭିଟି ସ୍କିମ୍ (ଆରସିଏସ୍) –…

ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର

ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା…

ଉଡିଲା ବିମାନ ଭୁବନେଶ୍ୱର ରୁ ଜାମସେଦପୁର

ଆଜିଠୁ ଆକାଶ ମାର୍ଗରେ ଭୁବନେଶ୍ୱର ସହ ଯୋଡିହେବ ଜାମସେଦପୁର। ଜମାସେଦପୁରକୁ ଉଡ଼ାଣ ଭରିବେ ଯାତ୍ରୀ। ଭୁବନେଶ୍ୱରରରୁ ଜାମସେଦପୁର ଓ ଜାମସେଦପୁରରୁ କୋଲକାତାକୁ ବିମାନ ସେବା ଯୋଗାଇବ ଇଣ୍ଡିଆ ୱାନ୍‌ ଏୟାର। ଭୁବନେଶ୍ୱରରୁ ସକାଳ ୯ଟାରେ ବାହାରି ଜାମସେଦପୁରରେ ୧୦ଟା ୧୫ରେ ପହଞ୍ଚିବ ଫ୍ଲାଇଟ୍‌।…

ଆଜିଠାରୁ ସଂସଦର ବଜେଟ ଅଧିବେଶନ, କାଲି ଆସିବ ବଜେଟ

ସଂସଦର ବଜେଟ୍‌ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତି ଦ୍ରୈ।ପଦୀ ମୁର୍ମୁ ଙ୍କ ଅଭିଭାଷଣ ସହ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ପ୍ରଥମ ଦିନରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ। ଫେବ୍ରୁଆରୀ ପହିଲାରେ ଉପସ୍ଥାପନ ହେବ ୨୦୨୩-୨୪ ବର୍ଷ ପାଇଁ ସାଧାରଣ…

କଟକ ସବ ରେଜିଷ୍ଟ୍ରାର ଅଫିସରେ ନିଆଁଲାଗି ଜଳିଗଲା ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ୩ ଆହତ

କଟକ ସବ ରେଜିଷ୍ଟ୍ରାର ଅଫସିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର ୨ଟି ସିଲିଣ୍ଡର ଫାଟିଥିବା ସୂଚନା ରହିଛି । ନିଆଁରେ ହୁତୁହୁତୁ ହୋଇ ଜଳିଯାଇଛି ଆସବାବପତ୍ର । ଏହି ଅଗ୍ନିକାଣ୍ଡରେ ୩ ଜଣ ଆହତ ହୋଇଛନ୍ତିବୋଲି ସୂଚନା ମିଳିଛି। ଅଗ୍ନିକାଣ୍ଡ ଏତେ ବ୍ୟାପକ ଅଛି ଯେ ୨ ଟି ଦମକଳ ବର୍ତ୍ତମାନ ଯାଏଁ…

ଆଜି ଜେଲରେ ରହି ଅର୍ଚ୍ଚନା ନାଗ ଦେବେ ଲ’ ପରୀକ୍ଷା

ଅର୍ଚ୍ଚନା ନାଗ ଦେବେ ଲ’ ପରୀକ୍ଷା । ଝାରପଡ଼ା ଜେଲ୍‌ ଭିତରେ ଦେବେ ପରୀକ୍ଷା । ଏଥିପାଇଁ ଜେଲ୍‌ ମାନୁଆଲ ଅନୁୟାୟୀ ପରୀକ୍ଷା ବ୍ୟବସ୍ଥା ହୋଇଥିବା ସୂଚନା ମିଳିଛି । ଜାନୁଆରୀ ୩୧ରୁ ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। କ୍ୟାପିଟାଲ ଲ କଲେଜରେ ଇଣ୍ଟିଗ୍ରେଟେଡ ଲ’ ସପ୍ତମ…

ମୋହନ ଚରଣ ମାଝୀଙ୍କ ଘରେ ପଶି ଆକ୍ରମଣ

କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ଘରେ ପଶି ଆକ୍ରମଣ କରାଯାଇଛି । ଏନେଇ ଟାଉନ୍ ଥାନାରେ ଅଭିଯୋଗ ହୋଇଛି । ବିଜେପିର କର୍ମକର୍ତ୍ତା ପଦରୁ ତଡ଼ା ଖାଇଥିବା ଜଣେ କର୍ମୀ ଓ ତାଙ୍କର ୪ ଜଣ ସହଯୋଗୀ ଏହି ଆକ୍ରମଣ ଘଟାଇଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ୫…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ନବଙ୍କ ଶେଷକୃତ୍ୟ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଖେରୁଆଲ ନଦୀ ବ୍ରିଜ ନିକଟରେ ଥିବା ଶ୍ମଶାନରେ ସମ୍ପନ୍ନ ହୋଇଛି ଶେଷକୃତ୍ୟ । ତାଙ୍କ କର୍ମଭୂମି ଝାରସୁଗୁଡ଼ାରେ ହଜାର ହଜାର ସମର୍ଥକ ଓ…

ଅନ୍ତର୍ଜାତୀୟ କ୍ରିକେଟରୁ ମୁରଲୀ ବିଜୟଙ୍କ ଅବସର

ଭାରତର ଓପନିଂ ବ୍ୟାଟ୍ସମ୍ୟାନ୍ ମୁରଲୀ ବିଜୟ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ସୋମବାର (ଜାନୁଆରୀ ୩୦) ଟ୍ୱିଟରରେ ତାଙ୍କର ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । ବିଜୟ କହିଛନ୍ତି ଯେ ସେ ବର୍ତ୍ତମାନ ବିଦେଶୀ ଲିଗରେ ଭାଗ୍ୟ ପରୀକ୍ଷା କରିବେ। ବିଜୟ ଶେଷ ଥର…