କର୍ମଭୂମି ଝାରସୁଗୁଡ଼ାରେ ପହଞ୍ଚିଲା ନବ ଦାସଙ୍କ ପାର୍ଥିବ ଶରୀର, ଶେଷ ଦର୍ଶନ ପାଇଁ ଭିଡ
ଝାରସୁଗୁଡ଼ାରେ ପହଞ୍ଚିଛି ନବକିଶୋର ଦାସଙ୍କ ପାର୍ଥିବ ଶରୀର । ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ବନ୍ଦରରେ ନବ ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରୁ ଏକ ସ୍ୱତନ୍ତ୍ର ଗାଡ଼ିରେ ତାଙ୍କ ସରବାହାଲ ବାସଭବନକୁ ନିଆଯାଇଛି । ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବାକୁ ବିମାନ ବନ୍ଦରଠାରୁ!-->…
