Odia News Portal

ଶୁଙ୍ଘିକରି କ୍ୟାନ୍ସର ବିଷୟରେ ଜାଣିପାରିବ ପିମ୍ପୁଡି

କ୍ୟାନ୍ସର ଏପରି ଏକ ରୋଗ, ଯାହାର ସଠିକ୍ ଚିକିତ୍ସା ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଏହି କାରଣ ଯୋଗୁଁ ପ୍ରତିବର୍ଷ ଲକ୍ଷାଧିକ ଲୋକ ପ୍ରାଣ ହରାଉଛନ୍ତି । ସବୁଠାରୁ ବଡ କଥା ହେଉଛି ଯଦି ଏହି ରୋଗ ଠିକ୍ ସମୟରେ ଚିହ୍ନଟ ନହୁଏ, ତେବେ ଏହା ଅଧିକ ସାଂଘାତିକ ହୋଇଯାଏ ଏବଂ ତା’ପରେ ରୋଗୀର ଜୀବନ…

ଯୋଗୀ ଆଦିତ୍ୟନାଥଙ୍କ ବଡ ନିଷ୍ପତ୍ତି

ଉତ୍ତରପ୍ରଦେଶରେ ମଦ୍ୟପାନ ମହଙ୍ଗା ହେବାକୁ ଯାଉଛି। ୟୁପି ଯୋଗୀ ଆଦିତ୍ୟନାଥ ସରକାରଙ୍କ ନୂଆ ନିଷ୍ପତ୍ତି ଯୋଗୁଁ ମଦ ଦର ବୃଦ୍ଧି ପାଇବ। ବାସ୍ତବରେ, ୟୁପି ସରକାର ନୂତନ ଅବକାରୀ ପଲିସି ୨୦୨୩-୨୪ କୁ ଅନୁମୋଦନ କରିଛନ୍ତି ଏବଂ ଅବକାରୀ ଲାଇସେନ୍ସ ଶୁଳ୍କ ବୃଦ୍ଧି କରିଛନ୍ତି । ଅର୍ଥାତ୍ ଏପ୍ରିଲ୍…

ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ

ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ଗଠିତ ହୋଇଛି। ଏହି ଦଳରେ ସର୍ଜରି, ଆନେସ୍ଥେସିଆ, ନ୍ୟୁରୋ, ମେଡିସିନ, କାର୍ଡିଆକ ଇତ୍ୟାଦି ବିଭାଗର ବରିଷ୍ଠ ଡାକ୍ତର ଅଛନ୍ତି। କ୍ୟାପିଟାଲ ହସ୍ପିଟାଲ…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଘଟଣାକୁ ଦୃଢ ନିନ୍ଦା କରିବା ସହ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖମନ୍ତ୍ରୀ । ଏହା ଅତି ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ବୋଲି କହିଛନ୍ତି । ଏହାସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ…

ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କୁ ଗୁଳିମାଡ଼, ପୋଲିସ କର୍ମଚାରୀ ଚଳାଇଥିଲେ ଗୁଳି

ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କୁ ଗୁଳିମାଡ଼ କରାଯାଇଥିବା ଖବର ମିଳିଛି। ବ୍ରଜରାଜନଗର ଗାନ୍ଧି ଛକରେ ନବ ଦାସଙ୍କୁ ଗୁଳିମାଡ଼ ହୋଇଛି ।ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି । ତାଙ୍କ ଦେହରେ ଗୁଳି ବାଜିଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ…

ଏୟାର ଲିଫ୍ଟ ହେବେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ

ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଏୟାରଲିଫ୍ଟିଂ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଚି। ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର…

ବଡ଼ ଖବର : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ । ବ୍ରଜରାଜନଗର ଗାନ୍ଧି ଛକରେ ଗୁଳିମାଡ଼ କଲେ ଦୁର୍ବୃତ୍ତ । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଗଲା ବେଳେ ଗୁଳିମାଡ଼ ହୋଇଛି ବୋଲି ସୂଚନା ମିଳିଛି । ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ମନ୍ତ୍ରୀ ନବଦାସଙ୍କୁ ମେଡିକାଲକୁ ନିଆଯାଇଛି…

ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ

ଭୂକମ୍ପରେ ଥରିଲା ଇରାନ। ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ଥିବା ରେକର୍ଡ ହୋଇଛି। ଏହାଦ୍ୱାରା ବହୁ ଧନଜୀବନ ହାନୀ ହୋଇଥିବା ସୂଚନା ମିଳିଛି। ଇରାନ ମିଡିଆ ରିପୋର୍ଟ ଅନୁସାରେ ଭୂକମ୍ପରେ ୭…

ହୁସେନ ରବି ଗାନ୍ଧିଙ୍କ ପରଲୋକ

ପରିଚିତ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧିଙ୍କ ପରଲୋକ ହୋଇଯାଇଛି । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଉତ୍କଳ ପ୍ରସଙ୍ଗର ସମ୍ପାଦକ ଥିଲେ ହୁସେନ ରବି ଗାନ୍ଧି । ରାଜନୀତିରେ ବି ଜଡ଼ିତ ଥିଲେ ରବି…

ବିଜେପି ସଂଗଠନ ଏବେ ଭାଗଭାଗ: ଜୟଦେବ ଜେନା

ବି.ଆର.ଏସ.ରେ ଓଡ଼ିଶା ନେତା ମିଶିବା ନେଇ ପିସିସିର ପୂର୍ବତନ ସଭାପତି ଜୟଦେବ ଜେନା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପୂର୍ବରୁ ବହୁ ଦଳ ଏପରି ଚେଷ୍ଟା କରିଛନ୍ତି । କିନ୍ତୁ କୌଣସି ପ୍ରଭାବ ପଡ଼ିନାହିଁ l ସେହିପରି ବିଜେପି ଉପରେ ବର୍ଷିଛନ୍ତି ଜୟଦେବ l ସେ କହିଛନ୍ତି,…