Odia News Portal

ଝୁଲନ୍ତା ଅବସ୍ଥାରେ ବାପ ପୁଅଙ୍କର ମୃତ ଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଳକ ଅନ୍ତର୍ଗତ ନୟାକୋଟ ଥାନା ବାଂଶପାଳ ଗାଁରେ ବାପ ପୁଅଙ୍କର ଘର ନିକଟସ୍ଥ ଜଙ୍ଗଲରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲା ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ ତାଙ୍କ ପୁଅ ଶଙ୍କର…

ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଶ୍ରୀମନ୍ଦିରରୁ ବାହାରକୁ ଆସିଛନ୍ତି ମହାପ୍ରଭୁ । ଏହା ମଧ୍ୟରେ ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ।ପ୍ରଭୁ ଶ୍ରୀ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ…

ବଡ଼ଦାଣ୍ଡରେ ରଥଯାତ୍ରାରେ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡ଼ଦାଣ୍ଡରେ ରଥଯାତ୍ରାରେ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର…

ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା

ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ନେଇ ବିଜେପିର ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି। ନୂପୁର ଶର୍ମାଙ୍କ ମନ୍ତବ୍ୟ ପାଇଁ ଦେଶ ଆଜି ଜଳୁଛି ବୋଲି କୋର୍ଟ କହିଛନ୍ତି । ତାଙ୍କ ବିରୋଧରେ ଦେଶର ବିଭିନ୍ନ ସ୍ଥାନରେ ରୁଜୁ ହୋଇଥିବା ମାମଲା…

ଚାଲିଛି ରଥ ଯାତ୍ରାର ଆକର୍ଷଣୀୟ ପରମ୍ପରା ଛେରା ପହଁରା

‘ଛେରା ପହଁରା’ ନୀତି କରୁଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସୁବର୍ଣ୍ଣଖଡିକା ଧରି ଛେରା ପହଁରା କରୁଛନ୍ତି ଗଜପତି ମହାରାଜା ।ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିବା ପରେ ରାଜାବେଶରେ ରଥ ଉପରେ ଛେରାପହଁରା ନୀତି ଆରମ୍ଭ କରିଛନ୍ତି। ସେ ପ୍ରଥମେ ତାଳଧ୍ବଜ…

ବଦଳିଲେ ଉଦୟପୁର ଏସପି, ଆଇଜି

ଟେଲର କହ୍ନେୟା ଲାଲଙ୍କ ବୀଭତ୍ସ ହତ୍ୟା ପରେ ରାଜ୍ୟରେ ଉତ୍ତେଜନା ଓ ବିକ୍ଷୋଭ ମଧ୍ୟରେ ରାଜସ୍ଥାନର ଅଶୋକ ଗେହଲୋଟ ସରକାର ୩୨ ଜଣ ପୋଲିସ ଅଧିକାରୀଙ୍କ ବଦଳି କରିଛନ୍ତି । ଉଦୟପୁରର ଏସପି ଏବଂ ଆଇଜି ମଧ୍ୟ ବଦଳିଛନ୍ତି । ପ୍ରଫୁଲ୍ଲ କୁମାରଙ୍କୁ ଉଦୟପୁରର ନୂତନ ଆଇଜି ଏବଂ ବିକାଶ ଶର୍ମାଙ୍କୁ…

ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ

ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ଧାର୍ଯ୍ୟ ସମୟ ପୂର୍ବରୁ ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ…

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ଶୁଭେଚ୍ଛା

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।

ସଡ଼କ ଦୁର୍ଘଟଣାରେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହୋଇଥିବା ବେଳେ ଚଳଚଞ୍ଚଳ ହୋଇପଡିଛି ସାରା ଓଡ଼ିଶା । ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ଦୁଃଖଦ ଖବର । ଦୁର୍ଘଟଣାରେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି । ପୁରୀ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିବାରୁ ମୃତ୍ୟୁ ହୋଇଥିବା ଜଣାପଡିଛି ।…

ରାଷ୍ଟ୍ରପତି ପରୁସ୍କାର ପ୍ରାପ୍ତ ସ୍ୱାଧିନତା ସଂଗ୍ରାମୀ ସାରଦା ପ୍ରସାଦ ରାୟଙ୍କୁ ଶ୍ରଦ୍ଧାଞ୍ଜଳି

ଭଦ୍ରକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସାରଦା ପ୍ରସାଦ ରାୟଙ୍କୁ ଶ୍ରଦ୍ଧାଞ୍ଜଳି l ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଆରୁହା ପଂଚାୟତ ତୁଳମତୁଳା ଗ୍ରାମର ସ୍ୱାଧିନତା ସଂଗ୍ରାମୀ ସାରଦା ପ୍ରସାଦ ରାୟଙ୍କ ଦେହାନ୍ତ ବେଳକୁ ତାଙ୍କୁ ୯୯ବର୍ଷ ହୋଇଥିଲା l…
https://celsiuswin-fr.com/
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.
Опытные игроки не держат ненужные предметы без дела: кейсы, апгрейд и обмен позволяют превратить недорогие скины в более ценные, а быстрый вывод в Steam и покупка внутриигровой валюты упрощают игровой процесс. Сервис ruster gg предлагает сравнить варианты, выбрать нужный предмет и мгновенно вывести его в Steam, избавив от лишних поисков и усилий.
Опытные игроки давно не держат ненужные предметы без дела: обмен, кейсы и апгрейд позволяют превратить недорогие скины в более ценные, а понятные условия и быстрый вывод в Steam делают процесс простым даже для новичков. Сервис пабгич помогает выбрать предмет и цель, покупка внутриигровой валюты, сравнить варианты и улучшить инвентарь без долгого поиска выгодных обменов.