୨୦୨୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢ଼ିବେ ନିର୍ବାଚନ
୨୦୨୪ରେ ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ପରେ ଚର୍ଚ୍ଚା ଜୋର ଧରିଛି । ଏକ ଜାତୀୟ ଗଣମାଧ୍ୟମକୁ ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ।
ସେ କହିଛନ୍ତି, ଏ ବାବଦରେ ପାର୍ଟିକୁ ଅନୁରୋଧ କରିଛନ୍ତିି । ଏବେ ପ୍ରଶ୍ନ!-->!-->!-->…
