ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା ଘଟଣା: ଏୟାର ଇଣ୍ଡିଆକୁ ୩୦ ଲକ୍ଷ ଜରିମାନା, ପାଇଲଟଙ୍କ ଲାଇସେନ୍ସ ରଦ୍ଦ
ଜଣେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ମାମଲାରେ ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ (ଡିଜିସିଏ) ଏୟାର ଇଣ୍ଡିଆ ଉପରେ ୩୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ନିୟମ ଉଲ୍ଲଂଘନ କରିଥିବାରୁ ଏୟାର ଇଣ୍ଡିଆ ବିରୋଧରେ ଡିଜିସିଏ ଏହି କାର୍ଯ୍ୟାନୁଷ୍ଠାନ ନେଇଛି।
ଏହାଛଡ଼ା ଡିଜିସିଏ ସଂପୃକ୍ତ!-->!-->!-->…
