୨୪ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସହର ବାହାରେ ସ୍ଥାନାନ୍ତର ହୋଇଥିବାରୁ ଏହାକୁ ବିରୋଧ କରାଯାଉଛି । ପୁରୁଣା ଚିକିତ୍ସାଳୟକୁ ସିଟି ହସ୍ପିଟାଲରେ ପରିଣତ କରିବାକୁ ଦାବି ହୋଇଛି । ବନ୍ଦକୁ ସହରବାସୀ ଓ ସ୍ଥାନୀୟ ଲୋକ ସମର୍ଥନ ଜଣାଇଛନ୍ତି । ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ପିକେଟିଂ କରାଯାଉଥିବା!-->…
