୬୦ ଫୁଟିଆ ତୁଳସୀ ଗଛ
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି!-->…
