ଭିଏତନାମରେ ବନ୍ୟା ତାଣ୍ଡବ, ୧୩ ମୃତ ଏବଂ ୧୧ ନିଖୋଜ
ଅନେକ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଭିଏତନାମରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଯାହା ଏବେ ଭିଏତନାମର କେତେକ ଅଞ୍ଚଳରେ ବନ୍ୟା ସୃଷ୍ଟି କରିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଭିଏତନାମରେ ପ୍ରବଳ ବର୍ଷା ଯୋଗୁଁ…
