ବିଶ୍ୱକପ ହକି ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ପ୍ରସ୍ତୁତ, ଆଜି ମ୍ୟାଚ ଦେଖିବେ ନବୀନ
ବିଶ୍ୱକପ ହକିର ପ୍ରଥମ ଦିନରେ ନବନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଦୁଇଟି ମ୍ୟାଚ୍ ଖେଳାଯିବ। ପ୍ରଥମ ମ୍ୟାଚ୍ ଇଂଲଣ୍ଡ ଓ ୱେଲ୍ସ ଏବଂ ଦ୍ବିତୀୟ ମ୍ୟାଚ୍ ଭାରତ ଓ ସ୍ପେନ୍ ମଧ୍ୟରେ ଖେଳାଯିବ। ଉଦ୍ଘାଟନୀ ମ୍ୟାଚ୍ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବେ।!-->…
