ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୯ ଜୀବନ୍ତ ଦଗ୍ଧ
ନୂଆବର୍ଷ ପାଇଁ ଦେଶରେ ବିଭିନ୍ନ ଅଞ୍ଚଳରେ ଖୁସିର ମାହୋଲ ଦେଖାଯାଇଛି । ଉତ୍ସବ ମୁଖର ହୋଇଛି ଦେଶ ବିଦେଶ । କିନ୍ତୁ ଏହି ଖୁସି ସମୟରେ ମହାରାଷ୍ଟ୍ରର ନାସିକ ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମହାରାଷ୍ଟ୍ରର ନାସିକ ଅଞ୍ଚଳରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି ଯାହା ଲୋକଙ୍କ ଛାତିକୁ!-->…
