ଛାତ୍ରଙ୍କୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡ଼ି ଗଲେ ଶିକ୍ଷକ
ନଦୀରେ ଜଣେ ଛାତ୍ର ବୁଡ଼ିଯାଉଥିବା ଦେଖି ନିଜକୁ ଅଟକାଇ ପାରିଲେନି ଶିକ୍ଷକ। ତାଙ୍କୁ ବଞ୍ଚାଇବାକୁ ନଦୀର ଗଭୀର ଜଳକୁ ଡେଇଁ ପଡ଼ିଥିଲେ। ପିଲାଟିର ଜୀବନ ବଞ୍ଚିଗଲା, କିନ୍ତୁ ଶିକ୍ଷକ ଜଣଙ୍କ ବୁଡ଼ି ଗଲେ। ଚାଲିଗଲା ତାଙ୍କ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଳକ ଅଧୀନ!-->…
