Odia News Portal

କରୋନାରେ ଆଉ ଜଣେ ମହିଳାଙ୍କର  ମୃତ୍ୟୁ

ମୁମ୍ବାଇ, () ଆଜି ମୁମ୍ବାଇରେ କରୋନାରେ ଆଉ ଜଣେ ମହିଳାଙ୍କର  ମୃତ୍ୟୁ ହୋଇଛି । ଏହାସହ କରୋନାରେ ମୁମ୍ବାଇରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । କରୋନାରେ ମୃତ୍ୟୁ ହୋଇଥିବା ମହିଳାଙ୍କର ବୟସ ୪୦ବର୍ଷ ବୋଲି ଜଣାପଡ଼ିଛି । ତାଙ୍କର ମୁମ୍ବାଇର ଏମସିଜିଏମ ମେଡ଼ିକାଲରେ ମୃତ୍ୟୁ ହୋଇଛି ।…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ପାସ୍

ଭୁବନେଶ୍ୱର, ()ଚଳିତବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ପାସ୍ ବୋଲି ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । କିନ୍ତୁ ନବମ ଶ୍ରେଣୀର ଗୋଟିଏ ପରୀକ୍ଷା ବାକି ଥିବାରୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ…

ଭାରତରେ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ()କରୋନା ଭାଇରସ ଯୋଗୁଁ ଦେଶରେ ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି । ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭୯କୁ ଛୁଇଁଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ୯୭୯ ଆକ୍ରାନ୍ତଙ୍କ ମଧ୍ୟରୁ…

କେମିତି ସଂକ୍ରମିତ ହୁଏ କରୋନା, ଜାଣନ୍ତୁ …

ବାରମ୍ବାର କୁହାଯାଉଛି କରୋନାକୁ ଡରନ୍ତୁ ନାହିଁ କି ଏଥି ପ୍ରତି ବେପରଓ୍ଵା ବା ଅବହେଳା କରନ୍ତୁ ନାହିଁ । ଏମିତିରେ ତ ବାହାରେ ବୁଲାବୁଲି ଉପରେ ରୋକ୍‌ ଲାଗିଛି । ତଥାପି ଯଦି ବାହାରକୁ କୌଣସି ଅତ୍ୟାବଶ୍ୟକ କାମରେ ଯାଉଛନ୍ତି ତେବେ ସେସବୁ ଜାଗାରେ ଥିବା ଜିନିଷପତ୍ରକୁ ଏମିତକି ବେଞ୍ଚ, ଚେୟାର…

ଏସ୍‌ସିବିରେ ସ୍ୱାଇନ୍‌ ଫ୍ଲୁ ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ

କଟକ : ସ୍ୱାଇନ୍‌ ଫ୍ଲୁ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ମହିଳାଙ୍କର ମୃତ୍ୟୁ ଘଟିଛି । ପ୍ରାପ୍ତ ଖବର ମୁତାବକ ସଂପୃକ୍ତ ମହିଳା ଜଣକ ଗତ କିଛି ଦିନ ତଳେ ସ୍ୱାଇନ୍‌ ଫ୍ଲୁ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ ।…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ମୁଖଭାଗରେ ଶୁକ୍ର ଓ ଚନ୍ଦ୍ର ଥିବାରୁ ହସ, ଖୁସି, ମଜାମଉଜରେ ଦିନଟି ଅତିବାହିତ ହେବ । ଆର୍ଥିକ ସ୍ଥିତି ବହୁତ ଭଲ ରହିବା ସହ ଆପଣଙ୍କ ଜୀବନଯାତ୍ରା ଶୃଙ୍ଖଳିତ ରହିବ । ଆଲୋଚନା ଓ ସମାଲୋଚନା ଭିତରେ ସମାଧାନରେ ଶାନ୍ତି ଫେରିଆସିବ ା ନିଜ ଲୋକମାନଙ୍କ ଉପରେ ପୂର୍ଣ୍ଣ ଭରସା କରିପାରିବେ…

କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର()  କିମ୍ସରରେ ନିର୍ମିତ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ପରିଦର୍ଶନ କରିଛନ୍ତି 5-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ । ହସ୍ପିଟାଲ ନିର୍ମାଣର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫-ଟି ସଚିବ । ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ, ସ୍ୱାସ୍ଥ୍ୟ ସଚିବ ଏନ୍‌କେ ଧଳ, ଡିଏମ୍‌ଇଟି…

କ୍ଲୋରିନ ପାଣିରେ ସହରକୁ କରାଗଲା ସାନିଟାଇଜେସନ

ଯାଜପୁର ଟାଉନ :  ଯାଜପୁର ଜିଲ୍ଲାରେ କରୋନାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ଉଦ୍ୟମ ଜାରି ରହିଛି । ଜିଲ୍ଲାର ବ୍ୟାସନଗର ଓ ଯାଜପୁର ଟାଉନ ସହରକୁ ସାନିଟାଇଜ କରିବା ପାଇଁ କ୍ଲୋରିନ ପାଣିରେ ପରିସ୍କାର କରାଯାଇଛି । ଅଗ୍ନିଶମ ବାହନି ପକ୍ଷରୁ ଉଭୟ ସହରକୁ ପରିସ୍କାର…

କାରୋନା ମୁକାବିଲା ପାଇଁ ଦାନ କଲେ ସବ୍ୟସାଚୀ

ବିଶ୍ଵ ମହାମାରୀ କାରୋନା ଏବେ ସାରା ଦେଶରେ ତାଣ୍ଡବ କରୁଛି। ବିଶ୍ଵବାସୀଙ୍କ ନିଦ ହଜାଇଛି ଏହି ଘାତକ କାରୋନା ଭାଇରସ। ଏହି ଜୀବନ ନାଶକ କାରୋନା ଭାରତରେ ମଧ୍ୟ ତାର କାୟା ବିସ୍ତାର କରିସାରିଛି। ସେଥିପାଇଁ ପୂରା ଦେଶକୁ ଲକଡାଉନ ଘୋଷଣା କରାଯାଇଛି। ଏହି ଭୟଙ୍କର ଭାଇରସରେ ଓଡ଼ିଶାର ୩ ଜଣ…

ସାମ୍ବାଦିକଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱତନ୍ତ୍ର ବୀମା ବ୍ୟବସ୍ଥା କରିବା ଆବଶ୍ୟକ

ଭୁବନେଶ୍ୱର: ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ)। ସବୁବେଳେ ସାମ୍ବାଦିକଙ୍କ ସହ ନିଜର ହକ ପାଇଁ ଲଢେଇ କରିଆସିଛି ।ଆଜି ସାରା ଦେଶରେ କରୋନା ଭୟ। ଏହି ଘଡିସନ୍ଧି ମୁହୂର୍ତ୍ତରେ ସାମ୍ବାଦିକମାନେ କାମ କରୁଛନ୍ତି। ନିଜ ଜୀବନକୁ ବାଜି ଲଗେଇ କରୋନାର ଟିକ୍ ନିକ୍ ଖବର ଲୋକଙ୍କ ପାଖରେ…
https://celsiuswin-fr.com/
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.
Опытные игроки не держат ненужные предметы без дела: кейсы, апгрейд и обмен позволяют превратить недорогие скины в более ценные, а быстрый вывод в Steam и покупка внутриигровой валюты упрощают игровой процесс. Сервис ruster gg предлагает сравнить варианты, выбрать нужный предмет и мгновенно вывести его в Steam, избавив от лишних поисков и усилий.