ଗ୍ୟାସ ଟ୍ୟାଙ୍କର ବିସ୍ଫୋରଣ,୧୦ ମୃତ
ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଗ୍ୟାସ ଟ୍ୟାଙ୍କର ବିସ୍ଫୋରଣ ଯୋଗୁଁ ୧୦ ଜଣଙ୍କର ମୃତ୍ୟୁ ହୋଇଛି । କିଛି ଲୋକ ଆହତ ହୋଇଥିବା ବେଳେ ସେମାନଙ୍କ ଉଦ୍ଧାର କରାଯାଇ ନିକଟସ୍ଥ ଟିମ୍ବୋ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଆରଟିଏମସି ମୁଖପାତ୍ର ସାଇମୋନ ଜୱାନେ!-->…
