ଆଜି ୧୯ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ବ୍ୟବସ୍ଥାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ୧୯ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ପାନୀୟ ଜଳ ସୁବିଧା ଜନସାଧାରଣଙ୍କୁ ଉତ୍ସର୍ଗ କରିବେ । ଏହି ସୁବିଧା ଦ୍ୱାରା ସାଢ଼େ ୫ ଲକ୍ଷ ଲୋକ ଉପକୃତ!-->…
