ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ସୁପ୍ରିମୋ ନବୀନଙ୍କ ବାର୍ତ୍ତା
ଡିସେମ୍ବର ୨୬ରେ ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ପାଳନ ପୂର୍ବରୁ ଦଳୀୟ କର୍ମୀ, ନେତା ଓ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷସାରା ବିଭିନ୍ନ ଉତ୍ସର୍ଗୀକୃତ ଲୋକସେବା ମାଧ୍ୟମରେ ସବୁ!-->…
