ରାଜ୍ୟରେ ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ପରିବର୍ତ୍ତନ ହେବନି ରାତି ତାପମାତ୍ରା
ରାଜ୍ୟରେ ଶୀତ ଲହରି ଜାରି ରହିଛି। ଅସହ୍ୟ ଥଣ୍ଡା ଯୋଗୁଁ ଲୋକମାନେ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ତେବେ ଆଗାମୀ ୪ ରୁ ୫ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ୧୧ ଡିଗ୍ରୀ ତଳେ ୮ଟି ସ୍ଥାନ ରହିଛି। ଏନେଇ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା!-->…
