Odia News Portal

ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା

ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା । ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଶୀତ । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ତଳ ମୁହାଁ ପାରଦ । ୧୩ ଡିଗ୍ରୀ ତଳେ ୧୨ ସହରର ତାପମାତ୍ରା । ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଓ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ସବୁଠାରୁ କମ୍

ଟ୍ରେନ୍ ଦୁର୍ଘଟଣା:ଜରୁରୀକାଳୀନ ହେଲ୍ପଲାଇନ ନମ୍ବର ଜାରି କଲା ରେଳବାଇ

ଯାଜପୁର ଜିଲ୍ଲା କୋରାଇ ରେଳ ଷ୍ଟେସନରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବା ପରେ ପ୍ଲାଟଫର୍ମ ଟିକେଟ୍‌ କାଉଣ୍ଟର ଉପରକୁ ମାଡ଼ିଯାଇଛି । ପ୍ଲାଟଫର୍ମରେ ଟ୍ରେନକୁ ଅପେକ୍ଷା କରିଥିବା କିଛି ଯାତ୍ରୀଙ୍କ ଉପରେ ମାଡ଼ି ଯାଇଥିଲା ଟ୍ରେନ୍ । ଫଳରେ ୩ ଜଣଙ୍କର ମୃତ୍ୟୁ

ମାଲବାହୀ ଟ୍ରେନ୍‌ ଦୁର୍ଘଟଣା:ରେଳବାଇ ପକ୍ଷରୁ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

ମାଲବାହୀ ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି। ସମସ୍ତ ୩ ଜଣ ମୃତକ ମହିଳା। ମୃତକଙ୍କ ପରିବାରକୁ ରେଳବାଇ ପକ୍ଷରୁ ମିଳିବ ୫ ଲକ୍ଷ ଟଙ୍କା। ରେଲେଓ୍ଵ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା ହୋଇଛି। ଗୁରୁତର ଆହତଙ୍କୁ ମିଳିବ ଏକ ଲକ୍ଷ ଟଙ୍କାର ସହାୟତା। ସାମାନ୍ୟ

କୋରେଇ ଟ୍ରେନ ଦୁର୍ଘଟଣା :ବାତିଲ ହେଲା ୮ଟ୍ରେନ,୫ଟି ଟ୍ରେନକୁ ଆଂଶିକ ବାତିଲ

କୋରେଇ ଟ୍ରେନ ଦୁର୍ଘଟଣା ପରେ ବାତିଲ ହେଲା୮ ଟ୍ରେନ । ସୂଚନାମୁତାବକ ବର୍ତ୍ତମାନ ୮ ଟି ଟେନକୁ ବାତିଲ କରାଯାଇଛି । ଏହା ସହିତ ୫ଟି ଟ୍ରେନକୁ ଆଂଶିକ ଭାବେ ବାତିଲ କରାଯାଇଛି । ଏକ୍ସପ୍ରେସ ସହ ପ୍ୟାସେଞ୍ଜର ଟ୍ରେନ ମଧ୍ୟ ବାତିଲ କରାଯାଇଛି । ଏହା ସହିତ ୧୨ଟି ଟ୍ରେନର ମାର୍ଗ ପରିବର୍ତ୍ତନ

ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର କୋରାଇ ରେଳ ଷ୍ଟେସନରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା । ପ୍ଲାଟଫର୍ମ ଉପରକୁ ମାଡ଼ି ଗଲା ୮ରୁ ଅଧିକ ବଗି। ଏହି ଭୟଙ୍କର ଦୁର୍ଘଟଣାରେ ୩ ଜଣ ପ୍ରାଣହରାଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଏହି ଘଟଣାରେ ଦୁଃଖ ପ୍ରକାଶ କରଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଣ

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତୀଙ୍କ ଚିଠି

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତୀଙ୍କ ଚିଠି । ଓଡ଼ିଶାର ସବୁ ରେଳ ଷ୍ଟେସନକୁ ଗୋଟିଏ ଜୋନ୍ ଅଧୀନରେ ରଖିବାକୁ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ପତ୍ର ଲେଖି ରାଉରକେଲା ରେ ନୂତନ ରେଳ

ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ , ସିଂହଦ୍ଵାର ଥାନାରେ ଏତଲା

ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନ ସିଂହାସନରେ ବିଜେ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ୍ ଘଟଣା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଏ ନେଇ ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ସିଂହଦ୍ୱାର ଥାନାରେ ଏତଲା ଦେଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ.ଚନ୍ଦ୍ର ଶେଖର ରାଓ ଏହି ଏତଲା

କେଶ ପାଇଁ ଲାଭଦାୟକ ଅଣ୍ଡା

ଅଣ୍ଡାରେ ଭରପୂର ମାତ୍ରାରେ ପ୍ରୋଟିନ୍ ରହିଥାଏ। ଏହା କେବଳ ସ୍ୱାସ୍ଥ୍ୟ ପାଇଁ ନୁହେଁ ବରଂ କେଶ ପାଇଁ ମଧ୍ୟ ବହୁତ ଲାଭଦାୟକ ହୋଇଥାଏ। କେଶ ପାଇଁ ଅଣ୍ଡାକୁ ଆପଣ ଅନେକ ଉପାୟରେ ବ୍ୟବହାର କରିପାରିବେ। ଏହା କେଶକୁ ଶୀଘ୍ର ବଢାଇବାରେ ସାହାଯ୍ୟ କରେ। ତେବେ ଚାଲନ୍ତୁ ଜାଣିବା କେଶ ପାଇଁ ଆପଣ ଅଣ୍ଡାକୁ

ପଦ୍ମପୁର ପାଇଁ କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ବିଜେଡି ଓ ବିଜେପି ପରେ ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ମଧ୍ୟ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଭାରୀ ଏ.ଚେଲ୍ଲା କୁମାର, ରୁଦ୍ର ରାଜୁ, ପିସିସି ସଭାପତି ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ । ଏହା ସହ ନରସିଂହ ମିଶ୍ର,

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଗିଂ ଅଭିଯୋଗ

ବ୍ରହ୍ମପୁର ସହରର ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନରୁ ଆସୁଛି କନିଷ୍ଠ ଛାତ୍ରୀଙ୍କୁ ରାଗିଂ ବା ନିର୍ଯାତନା ଅଭିଯୋଗ। ସରକାରୀ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ପରେ ଏବେ ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିଅର୍ କଲେଜରେ ରାଗିଂ ଘଟଣା ସାମନାକୁ ଆସିଛି। ଜଣେ ଯୁକ୍ତ ଦୁଇ ପ୍ରଥମ