ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ଶୀତକାଳୀନ ସହାୟତା
ସାମାଜିକ ସୁରକ୍ଷା ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ପ୍ରଦାନ କରିବେ । ପ୍ରତ୍ୟେକ ହିତାଧିକାରୀଙ୍କୁ ଏ ବାବଦରେ ଏକକାଳୀନ ତିନିଶହ ଟଙ୍କା ଦିଆଯିବ ।
ଡିସେମ୍ବର ମାସରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏହି ଟଙ୍କା ଜମା କରାଯିବ । ସାମାଜିକ ସୁରକ୍ଷା ଯୋଜନାରେ!-->!-->!-->…
