ମହାକାଳପଡ଼ାରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ମହିଳାଙ୍କ ସମେତ ୩ ଜଣଙ୍କୁ ଆକ୍ରମଣ
ମହାକାଳପଡ଼ା ବ୍ଲକ୍ ସୁନୀତି ପଞ୍ଚାୟତରେ ଆଜି ଦୁର୍ବୃତ୍ତଙ୍କ ଆତଙ୍କରାଜକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଦୁର୍ଘଟଣାଗ୍ରସ୍ତ ଦୁଇ ବାଇକ୍ ଆରୋହୀଙ୍କ ସମେତ ଜଣେ ମହିଳାଙ୍କୁ ମାଡ଼ ମାରିଛନ୍ତି। ଖଣ୍ଡା ବୁଲାଇ ଲୋକଙ୍କୁ ଭୟଭୀତ କରିଛନ୍ତି। ଏହି ଘଟଣାର ପ୍ରତିବାଦରେ ଲୋକେ ଟାୟାର…
