ଡିଭାଇଡ଼ରକୁ ପିଟିଲା ଆଳୁ ବୋଝେଇ ଟ୍ରକ: ୨ ମୃତ
ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ପୋଲ ଉପରେ ଏକ ଆଳୁ ବୋଝେଇ ଟ୍ରକ ଡିଭାଇଡ଼ରକୁ ଧକା ଦେବାରୁ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆକି ସକାଳ ଭୋର ସମୟରେ ପଶ୍ଚିମବଙ୍ଗରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଆଳୁ ବୋଝେଇ ଟ୍ରକ ତଳନଗର ନିକଟରେ…
