Odia News Portal

ଏଣିକି ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା: ମନ୍ତ୍ରୀ

ଏଣିକି ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍‌ରେ ବୁକ୍ ହେବ ଆମ୍ବୁଲାନ୍ସ । ଘରୋଇ ଆମ୍ବୁଲାନ୍ସଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ ରୋଗୀ କିମ୍ବା ତାଙ୍କ

ମାଡିଚାଲିଛି ଡାଇରିଆ : ଗୋଟିଏ ଦିନରେ ତିନି ଜଣଙ୍କ ମୃତ୍ୟୁ

ନିୟନ୍ତ୍ରଣକୁ ଆସୁନି ଡାଇରିଆ । ଆଜି ପୁଣି ଯାଜପୁର ଯାଇ ଗ୍ରାଉଣ୍ଡ ଜିରୋରେ ହଇଜାର ସ୍ଥିତି ପରଖିବେ କେନ୍ଦ୍ରୀୟ ଟିମ । ଜିଲ୍ଲାରେ ହଇଜା ଉଦବେଗ ଜନକ ସ୍ଥିତିରେ ଥିବାବେଳେ ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ଜିଲ୍ଲାକୁ ବ୍ୟାପିଛି ଝାଡାବାନ୍ତି । ଯାଜପୁର ପରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ,

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ

ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ

ଗୋପାଳପୁର ଗଣଦୁଷ୍କର୍ମ: ୧୦ ଗିରଫ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ । ୩ ଜଣ ଅଭିଯୁକ୍ତ ବାହାର ରାଜ୍ୟକୁ ପଳାଇବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ସେମାନଙ୍କୁ ଗିରଫ କରିଛି । ଗତକାଲି ଗୋପାଳପୁରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ଯୁବତୀ

ଆସିଲା ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ସୂଚୀ

ଆସିଲା ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ କାଯ୍ୟସୂଚୀ । ଆସନ୍ତା ୨୦ ତାରିଖରେ ଓଡିଶା ଆସିବେ ନରେନ୍ଦ୍ର ମୋଦୀ । ୨୦ ତାରିଖ ଅପରାହ୍ମ ୩ଟା ୪୦ରେ ଭୁବନେଶ୍ୱର ପହଞ୍ଚିବେ ।  ଅପରାହ୍ମ ୩ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ  ପହଞ୍ଚି  ା  ବିମାନ ବନ୍ଦରରୁ ୩ଟା ୪୫ ମିନିଟରେ ରୋଡ ସୋ କରିବେ ମୋଦୀ

ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର

ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା

ଭୁବନେଶ୍ବର ପାତ୍ରପଡା ଛକରେ ସିରିଜ ଦୁର୍ଘଟଣା : ବିଳମ୍ବିତ ରାତିରେ ପଛକୁ ପଛ  ମାଡ଼ ହେଲେ ୪ ଟ୍ରକ

ଭୁବନେଶ୍ବର ପାତ୍ରପଡା ଛକରେ ସିରିଜ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୪ଟି ଟ୍ରକ । ଏତେ ଜୋରରେ ଦୁର୍ଘଟଣା ହୋଇଥିଲା ଯେ, ଟ୍ରକଟି ଭାଙ୍ଗି ଯାଇଥିଲା । ନିଶାଶକ୍ତ, ଏବଂ ଓଭରଟେକିଙ୍ଗକୁ ନେଇ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତଙ୍କୁ

ଦୁର୍ନୀତି ନକରିବାକୁ ନବନିଯୁକ୍ତଙ୍କୁ ପରାମର୍ଶ

ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଉଦବୋଧନ ରଖିଛନ୍ତି । କହିଛନ୍ତି, ପୂର୍ୱ ସରକାରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଥିଲା । ଆମେ ୨୦୨୬ ଜୁନ ସୁଦ୍ଧା ୫୯ ହଜାର ନିଯୁକ୍ତି ପାର କରିଛି । ନବ ନିଯୁକ୍ତଙ୍କୁ ଚାକିରିର ଗୁରୁତ୍ୱ ବୁଝାଇଲେ ମୁଖ୍ୟମନ୍ତ୍ରୀ । ଆମ

ଭୁବନରେ ଡାଇରିଆ ଆତଙ୍କ ପରେ ଚେତିଲେ ସରକାର

ଢେଙ୍କାନାଳ ଜିଲ୍ଲାର ଭୁବନ ଗସ୍ତରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ । ଭୁବନରେ ଡାଇରିଆ ବ୍ୟାପିବା ସ୍ଥିତି ଅନୁଧ୍ୟାନ କରୁଛନ୍ତି ମନ୍ତ୍ରୀ। ଏହାପରେ ସେ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି।

ଜୁନ ୨୦ରୁ ଖୋଲିବ ସ୍କୁଲ

ରାଜ୍ୟରେ ଜୁନ ୨୦ରେ ଖୋଲିବ ସ୍କୁଲ ।  ୧୮ ବଦଳରେ ଜୁନ ୨୦ରେ  ଖୋଲିବ ସ୍କୁଲ । ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ  ଗଣଶିକ୍ଷା ବିଭାଗରୁ  ସ୍କୁଲ ଖୋଲିବା ନେଇ ଚିଠି ଦିଆଯାଇଛି । ରଜ ପରେ ସ୍କୁଲ ଖୋଲିବା ନେଇ ଚର୍ଚ୍ଚା ରହିଥିଲା । ଆଉ ଦୁଇ ଦିନ ଛୁଟି ଘୁଞ୍ଚାଯାଇଛି । ତେବେ ଜୁନ ୧୮ ବଦଳରେ