୪୦ ହାଇସ୍କୁଲରେ ଖୋଲିବ ଏକାଦଶ ପାଠ୍ୟକ୍ରମ- ସମୀର ରଞ୍ଜନ ଦାଶ
ଏଣିକି ହାଇସ୍କୁଲରେ ପଢିବେ ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ । ଏଥିପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏକାଦଶ ଶ୍ରେଣୀ ପାଇଁ ଆରମ୍ଭ ହୋଇଛି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା । ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ!-->…
