Odia News Portal

କଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ ୫-ଟି ସଚିବ

କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ ବିକଶିତ

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ୩ ପ୍ରତିଶତ ମହଙ୍ଗା ଭତ୍ତା ବଢାଇଲେ ସରକାର । ରାଜ୍ୟ ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତ ରୁ ୩୪ ପ୍ରତିଶତକୁ ବୃଦ୍ଧି କରିଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ

୩ ନେତାଙ୍କୁ ବହିଷ୍କୃତ କଲା ବିଜେଡି

ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଭୁକ୍ତ ତିହିଡି ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ଦଳବିରୋଧୀ କାର୍ଯ୍ୟ ପାଇଁ ଦଳର ବ୍ଲକ ସଭାପତି ରଘୁନାଥ ପଣ୍ଡା ଶ୍ୟାମସୁନ୍ଦରପୁର ଗ୍ରାମର ବିଜେଡି ନେତା ସୁବାଶିଷ ଦାସ,ଶିବାଶିଷ ଦାସ ଓ ଈଶ୍ୱରପୁର ଗ୍ରାମର ମୁରଲୀଧର ମଲ୍ଲିକଙ୍କୁ

ସୃଷ୍ଟି ହେଲା ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଅଧିକ ଘନିଭୂତ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର

ଚଣ୍ଡିଗଡ଼ ଭିଡିଓ ଭାଇରାଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ,୨ ୱାର୍ଡେନ ନିଲମ୍ବିତ

ପଞ୍ଜାବର ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟରେ ଏମଏମଏସ ଭିଡିଓ ଭାଇରାଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ । ମୋହାଲିରେ ଛାତ୍ରୀମାନଙ୍କ ଭାଇରାଲ୍ ଭିଡିଓ ମାମଲା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ହଷ୍ଟେଲର ଦୁଇ ୱାର୍ଡେନଙ୍କୁ ନିଲମ୍ବିତ କରିଦେଇଛି । ଏମାନଙ୍କ ମଧ୍ୟରେ

ନଗ୍ନ ଭିଡିଓ କରି ବୟଫ୍ରେଣ୍ଡକୁ ପଠାଉଥିଲା ଛାତ୍ରୀ

ପଞ୍ଜାବ ମାହୋଲ ସ୍ଥିତ ଚଣ୍ଡିଗଡ ୟୁନିଭର୍ସିିଟି ହଷ୍ଟେଲ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ପରେ କ୍ୟାମ୍ପସରେ ଉତ୍ତେଜନା ଦେଖାଦେଇଥିଲା । ଏହାପରେ ପୋଲିସ ତଦନ୍ତ କରି ଜଣେ ଛାତ୍ରୀଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଛାତ୍ରୀକୁ ପଚରାଉଚରା କରାଯାଉଥିବାବେଳେ ସେ କହିଛି ଯେ ମୁଁ କେବଳ ମୋ ଭିଡିଓ

ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋ କହିଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ୬୧ ବର୍ଷ ବୟସରେ ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ପରଲୋକ ନେଇ ଏମ୍‌ସ ଆଡିସନାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସୂଚନାକିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା

୧୮ ଦିନରେ ୧୩ ଶିଶୁ ମୃତ

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ମଡ଼କ ଅଭିଯୋଗ । ଗତ ୧୮ ଦିନରେ ଚିକିତ୍ସାଧୀନ ୧୩ ଶିଶୁଙ୍କ ମୃତ୍ୟୁ ହେଲାଣି । ଗତ ୨୪ ଘଣ୍ଟାରେ କେବଳ ମଲେଣି ୪ ଶିଶୁ । ଶିଶୁ ମୃତ୍ୟୁ ନେଇ ଏଡିଏମଓ କିଶୋରେ ପୃଷ୍ଟିଙ୍କ ସୄଚନା । ଶିଶୁ ମୃତ୍ୟୁକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତେଜନା

ବ୍ରିଜ୍‌ରୁ ନଦୀକୁ ଖସିଲା ବସ୍‌, ୬ ମୃତ, ୪୦ ଗୁରୁତର

ଝାଡ଼ଖଣ୍ଡର ହଜାରିବାଗରେ ଭୀଷଣ ବସ୍ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ପ୍ରାୟ ୫୦ ଯାତ୍ରୀଙ୍କୁ ଧରି ଆଜି ଗିରିଡିହ ଜିଲ୍ଲାରୁ ରାଞ୍ଚି ଅଭିମୁଖେ ଯାତ୍ରା କରୁଥିବା ଏକ ବସ୍‌ ତାତିଝରିଆ ଥାନା ଅଧୀନରେ ଏକ