ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ ଦାବି କଲେ ସପ୍ତଗିରି
ରାୟଗଡା ଠାରେ ସ୍ଥାପିତ ହୋଇଥିବା ନୂତନ ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ କରିବାକୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିବା ସହ ଦିନବେଳେ କୋରାପୁଟ ରାୟଗଡାରୁ ଭୁବନେଶ୍ବର ରେଳ ଚଳାଚଳ ପାଇଁ ମଧ୍ୟ ଦାବି କରିଛନ୍ତି । ରାୟଗଡ଼ା ରେଳ ଡିଭିଜନର…
