Odia News Portal

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର।…

୭୦ରୁ ଅଧିକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ବାତିଲ୍‌

ବିମାନବନ୍ଦର ବରିଷ୍ଠ କ୍ରୁ ସଦସ୍ୟମାନେ "ଗଣ ଅସୁସ୍ଥତା ଛୁଟି"ରେ ଯିବା ପରେ ୭୦ରୁ ଅଧିକ ଆନ୍ତର୍ଜାତୀୟ ତଥା ଘରୋଇ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନକୁ ବାତିଲ କରିଦିଆଯାଇଛି। ଏନେଇ ବିମାନ ଚଳାଚଳ ସୂତ୍ରରୁ ପ୍ରକାଶ ପାଇଛି। ଏହି ବିମାନ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ୟ୍ୟନ୍ତ…

ବିଜେପିରୁ ଇସ୍ତାହାରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି

ବିଜେଡିର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ୍ କରିଛି ବିଜେଡି । ରାଜ୍ୟ ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ମହିଳାଙ୍କୁ ସାମାଜିକ ଓ ଆର୍ôଥକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା । କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚଜିର ମା’, ଭଉଣୀମାନଙ୍କୁ ପ୍ରଲୋଭିତ କରିଆସୁଛି । ଏହି ପ୍ରଲୋଭନର ଶିକାର ହୋଇ କିଛି ମୁଷ୍ଟିମେୟ…

ଓଡ଼ିଶାରେ ବିଜେଡି କୁ ଘେରାବନ୍ଦୀ କରି ରଖିବେ ବିଜେପି ନେତା

ଚଳିତ ନିର୍ବାଚନରେ ବିଜେଡି କୁ ଘେରାବନ୍ଦୀ କରି ରଖିବାକୁ ବିଜେପି କେନ୍ଦ୍ରୀୟ ମନ୍ତ୍ରୀ ମାନେ ନିଷ୍ପତ୍ତି ନେଇଛନ୍ତି l ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧକ୍ଷ ଜଗତ ପ୍ରକାଶ ନଡ୍ଡା, ଅମିତ ଶାହା, ରାଜନାଥ ସିଂ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଓଡିଶା ଆସି ବିଭିନ୍ନ…

ଓଡ଼ିଶାରେ ପ୍ରଚାର କରିବେ ହେମା ମାଳିନୀ

ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ ଯୋଗଦେବେ ଗଡ଼କରୀ। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମାଲକାନଗିରି,…

୨ ଜଣ ହେଲିକପ୍ଟରରେ ବୁଲିଲେ ସରକାର ହେବନି:ବୈଜୟନ୍ତ ପଣ୍ଡା

ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍ କରି ସରକାରଙ୍କ ପୋଲ୍ ଖୋଲିଛନ୍ତି ବୈଜୟନ୍ତ । ଗତ ୧୦ ବର୍ଷରେ ମୋଦିଙ୍କ ନେତୃତ୍ୱରେ ଭାରତ ବହୁ ଆଗକୁ ବଢିଛି ବୋଲି କହିଛନ୍ତି ବୈଜୟନ୍ତ । ଏଥିପାଇଁ ସାରା…

୧୦ରେ ଭୁବନେଶ୍ୱରରେ ମୋଦିଙ୍କ ବିଶାଳ ରୋଡ ଶୋ’

ଗତକାଲି ଓଡ଼ିଶା ଗସ୍ତରେ ଆସିଥିବା ମୋଦିଙ୍କ ଭାଷଣ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି କରିଥିବା ବେଳେ ଆଉ ୨ ଦିନ ବ୍ୟବଧାନରେ ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୦ ତାରିଖରେ ଭୁବନେଶ୍ୱର ଆସିବେ ମୋଦି। ଉକ୍ତ ଦିନ ସେ ରାଜଧାନୀରେ ଏକ ବିଶାଳ ରୋଡ଼ ଶୋ’ରେ…

ଶେରଗଡରେ ଭିକେ ପାଣ୍ଡିଆନ

ଗଞ୍ଜାମ ଗସ୍ତରେ ଭି.କେ ପାଣ୍ଡିଆନ୍ । ଆଜି ସକାଳୁ ଗଞ୍ଜାମ ଶେରଗଡରେ ରୋଡ୍ ସୋ' କରିଛନ୍ତି । ପ୍ରଥମେ ଗଞ୍ଜାମର ଧବଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ । ସେଠାରେ ରୂପାନ୍ତର କାର୍ଯ୍ୟର ସମୀକ୍ଷା କରିବା ପରେ ଆରମ୍ଭ କରିଥିଲେ ରୋଡ୍ ସୋ' । ଶେରଗଡ ଗୋଠଗାଁରେ ଏକ ଜନସଭାକୁ ସମ୍ବୋଧନ କରିଥିଲେ…

ବିଜେପି ଦିନରେ ସ୍ୱପ୍ନ ଦେଖୁଛି : ନବୀନ

ବିଜେପିକୁ କଟାକ୍ଷ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦିଙ୍କ ମନ୍ତବ୍ୟ ପରେ ଭିଡିଓ ଜାରି କଲେ ମୁଖ୍ୟମନ୍ତ୍ରୀ l ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣରେ ବିଜେପି ଦିନରେ ସ୍ୱପ୍ନ ଦେଖୁଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରହ୍ମପୁର ପରେ ନବରଙ୍ଗପୁରରେ ମଧ୍ୟ…