ଭଣ୍ଡାରିପୋଖରୀ ପରେ ଧାମନଗରକୁ ବ୍ୟାପିଲା ଝାଡ଼ାବାନ୍ତି; ୨ ଦିନରେ ୬୦ ଆକ୍ରାନ୍ତ
ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ପରେ ଧାମନଗରକୁ ବ୍ୟାପିଲା ଝାଡ଼ାବାନ୍ତି। ଭଣ୍ଡାରିପୋଖରୀ ପରେ ଏବେ ଧାମନଗରରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦୁଇ ଦିନରେ ୬୦ ଜଣ ଆକ୍ରାନ୍ତ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ଶନିବାର ଦିନ ୪୬ ଜଣ!-->…
