ବୈବାହିକ ବଳାତ୍କାର ଅପରାଧ କି ନୁହେଁ? କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ବୈବାହିକ ବଳାତ୍କାର ଅପରାଧ କି ନୁହେଁ? ଏହାର ତର୍ଜମା କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟର ବିଭାଜିତ ରାୟଙ୍କ ଚ୍ୟାଲେଞ୍ଜ କରି ଦାୟର ପିଟିସନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ଜବାବ ଲୋଡିଛନ୍ତି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଫେବୃଆରୀ ୨୦୨୩ରେ!-->…
