ମସ୍ତିଷ୍କକୁ ଦୁର୍ବଳ କରୁଛି ମଙ୍କିପକ୍ସ ଭାଇରସ
ମଙ୍କିପକ୍ସ ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ବିଶ୍ୱର ଅଧିକାଂଶ ଦେଶରେ ଏହି ଭାଇରସର ସଂକ୍ରମଣ ଦେଖିବାକୁ ମିଳିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହିତ ନୂଆ ନୂଆ ଲକ୍ଷଣ ମଧ୍ୟ ସାମ୍ନାକୁ ଆସୁଛି। ପୂର୍ବରୁ ମଙ୍କିପକ୍ସ ସଂକ୍ରମିତଙ୍କ ଶରୀରର ବିଭିନ୍ନ ଅଙ୍ଗ!-->…
