ବିଜେପିକୁ ମମତାଙ୍କ ଟାର୍ଗେଟ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ କେନ୍ଦ୍ର ସରକାରଙ୍କ ଉପରେ ପୁଣି ଥରେ ବର୍ଷିଛନ୍ତି । ଗୁରୁବାର ଦିଲ୍ଲୀରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କର୍ଯ୍ୟକ୍ରମକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସଠିକ ଭାବେ ତାଙ୍କୁ ନିମନ୍ତ୍ରଣ!-->…
