ରାଜ୍ୟରେ ୬୩ ନୂଆ କୋରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୬ ଜଣ ପଜିଟିଭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି।
ବାଲେଶ୍ବର ଜିଲ୍ଲାରୁ ୨,!-->!-->!-->…
