ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓଡ଼ିଆ ପୁଅଙ୍କ କମାଲ, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଜର୍ମାନୀର ଷ୍ଟୁଟଗାର୍ଟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାର ୱ।ଟର ଟେକ୍ନୋଲୋଜିରେ ଓଡ଼ିଶାର ପ୍ରବୀଣ କୁମାର ଗିରି ରୈ।ପ୍ର ପଦକ ହାସଲ କରିଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବୀଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରବୀଣ ଆହୁରି ସଫଳତା ହାସଲ କରି ଓଡ଼ିଶା ଓ ସାରା!-->…
