Odia News Portal

ଗାନ୍ଧି ଜୟନ୍ତୀରୁ ବ୍ୟାଙ୍କ୍ ଖାତାକୁ ଯିବ ମଜୁରୀ

ଭୁବନେଶ୍ୱର() ରାଜ୍ୟର ଶ୍ରମିକମାନଙ୍କ ପାଇଁ ବଡ଼ ଖବର । ଆସନ୍ତା ଗାନ୍ଧି ଜୟନ୍ତୀରୁ ସେମାନେ ଆଉ ଠକାମିର ଶିକାର ହେବେନି । ସରକାରଙ୍କ ଧାର୍ଯ୍ୟ ସର୍ବନିମ୍ନ ମଜୁରୀରୁ କେହି କମ୍‌ ମଜୁରୀ ପାଇବେନି । ତାଙ୍କ ମଜୁରୀରେ ଠିକାଦାର କି କୌଣସି ଅସାଧୁ କର୍ମଚାରୀ ଭାଗ ବସାଇବେନି । ସେମାନଙ୍କ ହକ୍‌…

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର()  ଓଡ଼ିଶାର ୪ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆସି ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌ । ଦୁଇଦିନିଆ ଗସ୍ତରେ ଆସୁଥିବା ଏହି ଟିମ୍‌ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଦେଖିବେ । ଗୃହ ବିଭାଗର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଟଙ୍କ…

ବିଧାୟକ ଆଦିତ୍ୟ ମାଢୀଙ୍କୁ କରୋନା

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ମାଲକାନଗିରି ବିଧାୟକ ଆଦିତ୍ୟ ମାଢୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ସେ କରୋନା ପଜିଟିଭ ଚିହ୍ନଟ ପରେ  ତାଙ୍କୁ ଏମସରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୯୨୦ଜଣ କରୋନା…

୨୭ରେ ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ୱର() ବିଧାନସଭା ଅଧିବେଶନ ନେଇ ଗାଇଡଲାଇନ୍ ଜାରି କଲା ସ୍ୱାସ୍ଥ୍ୟ ବିଭାଗ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କୋଭିଡ ଟେଷ୍ଟ । ବିଧାୟକଙ୍କ ପିଏସଓ, ଡ୍ରାଇଭରଙ୍କର ମଧ୍ୟ କୋଭିଡ ଟେଷ୍ଟ ହେବ ।୨୭ ଓ ୨୮ ତାରିଖରେ ଦୁଇ ଦିନ ଧରି କୋଭିଡ ଟେଷ୍ଟ ହେବ । ସକାଳ ସାଢେ ୭ଟାରୁ ୯ଟା…

ସ୍କୁଲ ମାନଙ୍କରେ ବଢିବ ମଧ୍ୟାହ୍ନ ଭୋଜନର ମାନ, ଆରମ୍ଭ ହେଲା କିଚେନ ଗାର୍ଡେନ କନସେପ୍ଟ

ଭୁବନେଶ୍ୱର() ରାଜ୍ୟର ସରକାରୀ ସ୍କୁଲ ମାନଙ୍କରେ ବଢିବ ମଧ୍ୟାହ୍ନ ଭୋଜନର ମାନ । ଏଣିକି ସ୍କୁଲ ପରିସରରେ ହେବ ପନିପରିବା ଚାଷ । ଉତ୍ପାଦିତ ପନିପରିବାରୁ ହିଁ ପ୍ରସ୍ତୁତ ହେବ ମଧ୍ୟାହ୍ନ ଭୋଜନ । ଏଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି କିଚେନ ଗାର୍ଡେନ କନସେପ୍ଟ । ନୂଆ ଯୋଜନା…

କାହିଁକି ବିଶ୍ୱକର୍ମା ପୂଜାରେ ଯାନ୍ତ୍ରିକ କାର୍ଯ୍ୟ ବନ୍ଦ ଥାଏ, ଜାଣନ୍ତୁ

ଭୁବନେଶ୍ୱର()  ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା। ତ୍ୱଷ୍ଟା ନାମରେ ସେ ବିଦିତ।ଦିବ୍ୟ ବସ୍ତ୍ର ପରିହିତ, ନାନାଦି ରତ୍ନାଳଙ୍କାରରେ ବିଭୂଷିତ । ସେ ମହାଜ୍ଞାନୀ, କିଶୋର ପରି ପ୍ରତିଭାତ। ଅତ୍ୟନ୍ତ ସୁନ୍ଦର,ତେଜସ୍ୱୀ କାମଦେବଙ୍କ ପରି…

ବିଏମସିକୁ ୨ କୋଟି ଟଙ୍କାର କ୍ଷତିଭରଣା ଦାବି କଲେ କଙ୍ଗନା

ମୁମ୍ବାଇ() ବେଆଇନ୍ ଘର ଭାଂଗିଲ , ୨ କୋଟି ଟଙ୍କା କ୍ଷତିଭରଣା ଦିଅ । ବିଏମସି ଆଗରେ ୨ କୋଟି ଟଙ୍କାର କ୍ଷତିଭରଣା ଦାବି କରିଛନ୍ତି କଙ୍ଗନା ରଣାୱତ । ବମ୍ବେ ହାଇକୋର୍ଟରେ ପିଟିସନ ଦାଖଲ କରିବା ସହ ବିଏମସି ଠାରୁ କ୍ଷତିଭରଣା ମାଗିଛନ୍ତି କଙ୍ଗନା । ସେ କହିଛନ୍ତି, ସେପ୍ଟେମ୍ବର ୯ ତାରିଖରେ…

ଆସୁଛି ଆଉ ଏକ ଲଘୁଚାପ,୨୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଆସନ୍ତା ୨୦ରେ ଆସୁଛି ଆଉ ଏକ ଲଘୁଚାପ  । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି  । ଫଳରେ ୨୦ ଓ ୨୧…

କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ୨

ଭୁବନେଶ୍ବର() ଆଜି ରାଜ୍ୟରେ ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ…

ଆଜି ବି ୪ ହଜାର ପାର, ଖୋର୍ଦ୍ଧାରୁ ସର୍ବାଧିକ ୮୭୬

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୨୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …
https://celsiuswin-fr.com/
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.
Опытные игроки не держат ненужные предметы без дела: кейсы, апгрейд и обмен позволяют превратить недорогие скины в более ценные, а быстрый вывод в Steam и покупка внутриигровой валюты упрощают игровой процесс. Сервис ruster gg предлагает сравнить варианты, выбрать нужный предмет и мгновенно вывести его в Steam, избавив от лишних поисков и усилий.
Опытные игроки давно не держат ненужные предметы без дела: обмен, кейсы и апгрейд позволяют превратить недорогие скины в более ценные, а понятные условия и быстрый вывод в Steam делают процесс простым даже для новичков. Сервис пабгич помогает выбрать предмет и цель, покупка внутриигровой валюты, сравнить варианты и улучшить инвентарь без долгого поиска выгодных обменов.