ବିନା ସିମ୍ରେ ଚାଲିବନି ହ୍ବାଟସ୍ଆପ୍
ଗୁରୁବାର ଦିନ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ରହିଥିବା ମହଲତକୁ ବଢ଼ାଯିବନାହିଁ। ନୂତନ ନିୟମ ଅନୁଯାୟୀ ମୋବାଇଲ୍ ଫୋନରେ ସିମ୍ କାର୍ଡ ନଥିଲେ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗ୍ନାଲ୍, ସ୍ନାପ୍ଚାଟ୍,…
