ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି ବଢ଼ିବ: ଆଜି ବିଜ୍ଞାପନ ଜାରି କରିବେ ରାଜ୍ୟ ସରକାର
୨୦୧୯ ମସିହା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ (ଏଚଏସଆରପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଥିଲେ । ଅକ୍ଟୋବର ୧ ତାରିଖ ଠାରୁ ଏହାର ଯାଞ୍ଚ କରାଯାଇ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଥିଲା । ତେବେ!-->…
