ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦
ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳାଯିବ । ଏହି ମ୍ୟାଚ୍ ନାଗପୁରର ବିଦର୍ଭ କ୍ରିକେଟ୍ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ । ମୋହାଲିରେ ଶୋଚନୀୟ ପରାଜୟ ପରେ ଟିମ୍ ଇଣ୍ଡିଆରେ ନାଗପୁରରେ କର ବା ମର ପରିସ୍ଥିତିର ସାମ୍ନା କରିବ!-->…
