ଆଇଏଫ୍ଏସ୍ ସ୍ତରରେ ଅଦଳବଦଳ
ରାଜ୍ୟ ସରକାର ଆଇଏଫଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ ୧୯୮୯ ବ୍ୟାଚର ଆଇଏଫଏସ ତଥା ରାଜ୍ୟ ପରିବେଶ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ ନନ୍ଦଙ୍କୁ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ନୋଡାଲ) ଭାବେ ବଦଳି କରାଯାଇଛି। ଏହାସହ ସେ ପୂର୍ବପରି ଚିଲିକା ଉନ୍ନୟନ!-->…
