୨୪ ଘଣ୍ଟା ପରେ ରାଜ୍ୟରେ କମିବ ବର୍ଷାର ପ୍ରଭାବ
ସ୍ଥଳଭାଗ ମୁହାଁ ଲଘୁଚାପ। ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ୨୪ ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲା ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼!-->…
