ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୧୮ରୁ ୨୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ
ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଜି ସୃଷ୍ଟି ହୋଇଛି ଏକ ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା କାଲିଠାରୁ!-->…
