ରାଜ୍ୟ ସରକାର ଦେବେ ୧୧୫ କୋଟି, ଅକ୍ଟୋବର ୧୮ରେ ପରବର୍ତ୍ତୀ ଶୁଣାଣି
ଓଡିଶା ଟେକ୍ସଟାଇଲ ମିଲ୍ସ-ଓଟିଏମର ପୁନଃରୁଦ୍ଧାରମାମଲାରେ ୧୧୫ କୋଟି ଟଙ୍କା ଦେବେ ରାଜ୍ୟ ସରକାର । ୩୦ ଦିନ ମଧ୍ୟରେ ଏହି ରାଶି ଡିପୋଜିଟ କରିବା ନେଇ ଆଡଭୋକେଟ ଜେନେରାଲ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । ତେବେ ଆସନ୍ତା ଅକ୍ଟୋବର ୧୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ!-->…
