କଟକରେ ନକଲି ମେଡିସିନ୍ କାରବାର ମାମଲା, ପୁରୀଘାଟ ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ
କଟକରେ ନକଲି ମେଡିସିନ କାରବାର ମାମଲାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ । ଆଜି ପୁରୀଘାଟ ଥାନାରେ ଦୁଇ ଜଣ ଆତ୍ମସମର୍ପଣ କରିଛନ୍ତି । ଏହାପରେ ଦୁଇ ଷ୍ଟକିଷ୍ଟ ଉପରେ ରେଡ୍ ଚଳାଇଛି ପୋଲିସ । ନକଲି ମେଡିସିନ୍ କାରବାର ମାମଲାରେ ତଥ୍ୟ ହାସଲ ପାଇଁ ସେମାନଙ୍କୁ ପଚରାଉଚରା କରାଯିବ ।
ଗତକାଲି!-->!-->!-->…
