ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଟିକାୟତ ପାଲି ଥାନା ଅନ୍ତର୍ଗତ ଦେବଗଡ଼ ଏବଂ ବଣାଇ ସୀମା ନିକଟରେ ଥିବା ଏକ ଜଙ୍ଗଲରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ!-->…
